Numbers 25:5 — Compare Translations

5 translations compared side by side

Odia - 1840
"ତେଣୁ ମାଶାେ ଇଶ୍ରାୟେଲର ନତେୃବର୍ଗମାନଙ୍କୁ କହିଲେ, ପ୍ରେତ୍ୟକକ ପରିବାର ବାଲପିୟୋର ସହିତ ଯୋଗ ଦଇେଥିବା ଲୋକମାନଙ୍କୁ ବାହାର କର ଓ ସମାନଙ୍କେୁ ହତ୍ଯା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, ତୁମ୍ଭେମାନେ ପ୍ରତ୍ୟେକେ ବାଲପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ଇସ୍ରାଏଲର ନେତୃବର୍ଗମାନଙ୍କୁ କହିଲେ, “ପ୍ରତ୍ୟେକ ପରିବାର ବାଲପିୟୋର ସହିତ ଯୋଗ ଦେଇଥିବା ଲୋକମାନଙ୍କୁ ବାହାର କର ଓ ସେମାନଙ୍କୁ ହତ୍ୟା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ବାଲ୍‍-ପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ବାଲ୍‍-ପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର।”