Numbers 25:6 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ସନ୍ତାନଗଣ ମଧ୍ଯରୁ ଜଣେ ମାଶାଙ୍କେର ସମ୍ମୁଖ ରେ ଓ ଇଶ୍ରାୟେଲ ସନ୍ତାନଗଣର ସମସ୍ତ ମଣ୍ତଳୀ ସାକ୍ଷାତ ରେ ଜ୍ଞାତୀମାନଙ୍କ ନିକଟକୁ ଏକ ମିଦିଯମୀଯା ସ୍ତ୍ରୀ କି ଆଣିଲା। ସେତବେେଳେ ଲୋକମାନେ ସମାଗମ ତମ୍ବୁ ନିକଟରେ ବିଳାପ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦେଖ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଜଣେ ମୋଶାଙ୍କର ସାକ୍ଷାତରେ ଓ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ସାକ୍ଷାତରେ ଆପଣା ଜ୍ଞାତିମାନଙ୍କ ନିକଟକୁ ଏକ ମିଦୀୟନୀୟା ସ୍ତ୍ରୀକି ଆଣିଲା, ସେତେବେଳେ ଲୋକମାନେ ସମାଗମ-ତମ୍ଵୁ ନିକଟରେ ରୋଦନ କରୁଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଜଣେ ମୋଶାଙ୍କର ସମ୍ମୁଖରେ ଓ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ତଳୀ ସାକ୍ଷାତରେ ଜ୍ଞାତୀମାନଙ୍କ ନିକଟକୁ ଏକ ମିଦିୟନୀୟା ସ୍ତ୍ରୀ କି ଆଣିଲା। ସେତେବେଳେ ଲୋକମାନେ ସମାଗମ-ତମ୍ବୁ ନିକଟରେ ବିଳାପ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦେଖ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଜଣେ ମୋଶାଙ୍କର ସାକ୍ଷାତରେ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ସାକ୍ଷାତରେ ଆପଣା ଜ୍ଞାତିମାନଙ୍କ ନିକଟକୁ ଏକ ମିଦୀୟନୀୟା ସ୍ତ୍ରୀକୁ ଆଣିଲା, ସେତେବେଳେ ଲୋକମାନେ ସମାଗମ-ତମ୍ବୁ ନିକଟରେ ରୋଦନ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)