Numbers 25:7 — Compare Translations

5 translations compared side by side

Odia - 1840
"ତେଣୁ ହାରୋଣ ଯାଜକର ପୌତ୍ର, ଇଲିଯାସରର ପୁତ୍ର ପୀନହସ ତାହା ଦେଖି ମଣ୍ତଳୀ ମଧ୍ଯରୁ ଉଠି ହାତ ରେ ଏକ ବର୍ଚ୍ଛା ନଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ ତାହା ଦେଖି ମଣ୍ତଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହାରୋଣ ଯାଜକର ପୌତ୍ର, ଇଲିୟାସରର ପୁତ୍ର ପୀନହସ୍ ତାହା ଦେଖି ମଣ୍ତଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ତାହା ଦେଖି ମଣ୍ଡଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା;
Odia IRV 2017 (ଓଡିଆ ବାଇବେଲ)
ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ତାହା ଦେଖି ମଣ୍ଡଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା;