Numbers 25:8 — Compare Translations
5 translations compared side by side
Odia - 1840
"ତା'ପରେ ସେ ତମ୍ବୁ ଭିତ ରେ ପ୍ରବେଶ କଲା ଏବଂ ସେ ଉଭୟ ପୁରୁଷ ଓ ସ୍ତ୍ରୀର ପଟେକୁ ବର୍ଚ୍ଛା ରେ ବିଦିର୍ଣ୍ଣ କଲା, ଫଳ ରେ ଇଶ୍ରାୟେଲ ମଧିଅରେ ମହାମାରୀ ବନ୍ଦ ହାଇେ ଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ଵୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା । ତହିଁରେ ଇସ୍ରାଏଲ-ସନ୍ତାନଗଣଠାରୁ ମାରୀ ନିବୃତ୍ତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ତମ୍ବୁ ଭିତରେ ପ୍ରବେଶ କଲା ଏବଂ ସେ ଉଭୟ ପୁରୁଷ ଓ ସ୍ତ୍ରୀର ପେଟକୁ ବର୍ଚ୍ଛାରେ ବିଦୀର୍ଣ୍ଣ କଲା, ଫଳରେ ଇସ୍ରାଏଲ ମଧ୍ୟରେ ମହାମାରୀ ବନ୍ଦ ହୋଇ ଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ବୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା। ତହିଁରେ ଇସ୍ରାଏଲ-ସନ୍ତାନଗଣଠାରୁ ମାରୀ ନିବୃତ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ବୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା। ତହିଁରେ ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ମାରୀ ନିବୃତ୍ତ ହେଲା।