Numbers 26:10 — Compare Translations

5 translations compared side by side

Odia - 1840
"ସେତବେେଳେ ପୃଥିବୀ ସମାନଙ୍କେୁ ଓ କୋରହକୁ ସଂପୂର୍ଣ୍ଣଭାବେ ପରିବେଷ୍ଟନ କଲା। ଏହାପରେ ସମାନେେ ନଷ୍ଟ ହେଲେ। ପୁଣି ଅଗ୍ନି 250 ଲୋକଙ୍କୁ ସଂପୂର୍ଣ୍ଣଭାବେ ପରିବେଷ୍ଟନ କଲା। ଏହା ଏକ ସଙ୍କତେ ଚିହ୍ନ ସ୍ବରୂପ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା,ସେମାନେ ଚିହ୍ନ ସ୍ଵରୂପ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ପୃଥିବୀ ସେମାନଙ୍କୁ ଓ କୋରହକୁ ସମ୍ପୂର୍ଣ୍ଣଭାବେ ପରିବେଷ୍ଟନ କଲା। ଏହା ପରେ ସେମାନେ ନଷ୍ଟ ହେଲେ। ପୁଣି ଅଗ୍ନି 250 ଲୋକଙ୍କୁ ସମ୍ପୂର୍ଣ୍ଣଭାବେ ପରିବେଷ୍ଟନ କଲା। ଏହା ଏକ ସଙ୍କେତ ଚିହ୍ନ ସ୍ୱରୂପ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନସ୍ୱରୂପ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନ ସ୍ୱରୂପ ହେଲେ।