Numbers 26:15 — Compare Translations

5 translations compared side by side

Odia - 1840
"ଗାଦ ପରିବାରବର୍ଗର ଏହି ସନ୍ତାନଗଣ ହେଲେ: ସିଫୋନଠାରୁ ସିଫୋନୀଯ ଗୋଷ୍ଠୀ; ହଗିଠାରୁ ହଗୀଯ ଗୋଷ୍ଠୀ; ଶୂନିଠାରୁ ଶୂନୀଯ ଗୋଷ୍ଠୀ;"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଆପଣା ବଂଶାନୁସାରେ ଗାଦର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନିଠାରୁ ଶୂନୀୟ ବଂଶ;
Odia Bible ERV 2004 (ପବିତ୍ର ବାଇବଲ)
ଗାଦ୍ ପରିବାରବର୍ଗର ଏହି ସନ୍ତାନଗଣ ହେଲେ: ସିଫୋନଠାରୁ ସିଫୋନୀୟ ଗୋଷ୍ଠୀ; ହଗିଠାରୁ ହଗୀୟ ଗୋଷ୍ଠୀ; ଶୂନିଠାରୁ ଶୂନୀୟ ଗୋଷ୍ଠୀ;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଆପଣା ବଂଶାନୁସାରେ ଗାଦ୍‍ର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନୀଠାରୁ ଶୂନୀୟ ବଂଶ;
Odia IRV 2017 (ଓଡିଆ ବାଇବେଲ)
ଆପଣା ଆପଣା ବଂଶାନୁସାରେ ଗାଦ୍‍ର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନୀଠାରୁ ଶୂନୀୟ ବଂଶ;