Numbers 26:18 — Compare Translations
5 translations compared side by side
Odia - 1840
"ଗାଦ ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ଯା 40,500ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗାଦ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯାʼନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗାଦ୍ ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ୟା 40,500ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗାଦ୍ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯାʼନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଗାଦ୍ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯା’ନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ।
Recommended Reading