Numbers 26:19 — Compare Translations

5 translations compared side by side

Odia - 1840
"ଏହିମାନେ ଯିହୁଦା ପରିବାରବର୍ଗର ପୁରୁଷ ଲୋକ ଅଟନ୍ତି: ଶଲୋଠାରୁ ଶଲୋଯୀଯ ଗୋଷ୍ଠୀ, ପରେସଠାରୁ ପରେସୀଯ ଗୋଷ୍ଠୀ;"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ପୁତ୍ର ଏର ଓ ଓନନ୍; ସେହି ଏର ଓ ଓନନ୍ କିଣାନ ଦେଶରେ ମରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିମାନେ ଯିହୁଦା ପରିବାରବର୍ଗର ପୁରୁଷ ଲୋକ ଅଟନ୍ତି: ଶେଲାଠାରୁ ଶେଲାୟୀୟ ଗୋଷ୍ଠୀ, ପେରସଠାରୁ ପେରସୀୟ ଗୋଷ୍ଠୀ; ସେରହଠାରୁ ସେରହୀୟ ଗୋଷ୍ଠୀ। ଯିହୁଦାର ଦୁଇପୁତ୍ର ଏର ଓ ଓନନ କିଣାନ ଦେଶରେ ହତ୍ୟା କରାଯାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ପୁତ୍ର ଏର ଓ ଓନନ୍‍; ସେହି ଏର ଓ ଓନନ୍‍ କିଣାନ ଦେଶରେ ମରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ପୁତ୍ର ଏର ଓ ଓନନ୍‍; ସେହି ଏର ଓ ଓନନ୍‍ କିଣାନ ଦେଶରେ ମରିଥିଲେ।