Numbers 26:2 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ପୁରୁଷ ଲୋକମାନଙ୍କ ମଧ୍ଯରୁ ନିଜ ନିଜ ପିତୃଗୃହାନୁସା ରେ କୋଡିଏ ବର୍ଷରୁ ଉର୍ଦ୍ଧ ଲୋକମାନଙ୍କୁ ସୈନ୍ଯ ଶ୍ ରଣେୀଭୁକ୍ତ କରିବାକୁ ଗଣନା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ସମସ୍ତ ମଣ୍ତଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର ।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲର ପୁରୁଷ ଲୋକମାନଙ୍କ ମଧ୍ୟରୁ ନିଜ ନିଜ ପିତୃଗୃହାନୁସାରେ କୋଡ଼ିଏ ବର୍ଷରୁ ଊର୍ଦ୍ଧ୍ୱ ଲୋକମାନଙ୍କୁ ସୈନ୍ୟଶ୍ରେଣୀରେ ଭୁକ୍ତ କରିବାକୁ ଗଣନା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ସମସ୍ତ ମଣ୍ଡଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର।”
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣ ସମସ୍ତ ମଣ୍ଡଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର।”