Numbers 26:22 — Compare Translations
5 translations compared side by side
Odia - 1840
"ଯିହୁଦାର ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ଯା 76,500 ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ଏହିସବୁ ବଂଶ ଗଣାଯାʼନ୍ତେ, ଛସ୍ତରି ହଜାର ପାଞ୍ଚ ଶହ ଲୋକ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ୟା 76,500 ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ଏହିସବୁ ବଂଶ ଗଣାଯାʼନ୍ତେ, ଛସ୍ତରି ହଜାର ପାଞ୍ଚ ଶହ ଲୋକ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ଏହିସବୁ ବଂଶ ଗଣାଯା’ନ୍ତେ, ଛସ୍ତରି ହଜାର ପାଞ୍ଚ ଶହ ଲୋକ ହେଲେ।