Numbers 26:28 — Compare Translations
5 translations compared side by side
Odia - 1840
"ଯୋଷଫଙ୍କେ ଦୁଇପୁତ୍ର ହେଲେ ମନଃଶି ଓ ଇଫ୍ରଯିମ। ଏମାନେ ପ୍ରେତ୍ୟକକ ଏକ ଏକ ପରିବାରବର୍ଗ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଆପଣା ବଂଶାନୁସାରେ ଯୋଷେଫଙ୍କ ପୁତ୍ର ମନଃଶି ଓ ଇଫ୍ରୟିମ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫଙ୍କ ଦୁଇପୁତ୍ର ହେଲେ ମନଃଶି ଓ ଇଫ୍ରୟିମ। ଏମାନେ ପ୍ରତ୍ୟେକ ଏକ ଏକ ପରିବାରବର୍ଗ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଆପଣା ବଂଶାନୁସାରେ ଯୋଷେଫଙ୍କ ପୁତ୍ର ମନଃଶି ଓ ଇଫ୍ରୟିମ।
Odia IRV 2017 (ଓଡିଆ ବାଇବେଲ)
ଆପଣା ଆପଣା ବଂଶାନୁସାରେ ଯୋଷେଫଙ୍କ ପୁତ୍ର ମନଃଶି ଓ ଇଫ୍ରୟିମ।