Numbers 26:29 — Compare Translations
5 translations compared side by side
Odia - 1840
"ମନଃଶି ପରିବାରଗୁଡିକ ହେଲେ: ମାଖୀରଠାରୁ ମାଖୀରୀଯ ଗୋଷ୍ଠୀ ମାଖୀରର ପୁତ୍ର ଗିଲିଯଦ, ଗିଲିଯଦଠାରୁ ଗିଲିଯଦୀଯ ଗୋଷ୍ଠୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନଃଶିର ସନ୍ତାନ; ମାଖୀରଠାରୁ ମାଖରୀୟ ବଂଶ; ସେହି ମାଖୀରର ପୁତ୍ର ଗିଲୀୟଦ; ସେହି ଗିଲୀୟଦଠାରୁ ଗିଲୀୟଦୀୟ ବଂଶ ।
Odia Bible ERV 2004 (ପବିତ୍ର ବାଇବଲ)
ମନଃଶି ପରିବାରଗୁଡ଼ିକ ହେଲେ: ମାଖୀରଠାରୁ ମାଖୀରୀୟ ଗୋଷ୍ଠୀ ମାଖୀରର ପୁତ୍ର ଗିଲିୟଦ, ଗିଲିୟଦଠାରୁ ଗିଲିୟଦୀୟ ଗୋଷ୍ଠୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନଃଶିର ସନ୍ତାନ; ମାଖୀରଠାରୁ ମାଖରୀୟ ବଂଶ; ସେହି ମାଖୀରର ପୁତ୍ର ଗିଲୀୟଦ; ସେହି ଗିଲୀୟଦଠାରୁ ଗିଲୀୟଦୀୟ ବଂଶ।
Odia IRV 2017 (ଓଡିଆ ବାଇବେଲ)
ମନଃଶିର ସନ୍ତାନ; ମାଖୀରଠାରୁ ମାଖରୀୟ ବଂଶ; ସେହି ମାଖୀରର ପୁତ୍ର ଗିଲୀୟଦ; ସେହି ଗିଲୀୟଦଠାରୁ ଗିଲୀୟଦୀୟ ବଂଶ।