Numbers 26:3 — Compare Translations

5 translations compared side by side

Odia - 1840
"ମାଶାେ ଓ ଇଲିଯାସର ଯାଜକ ଯିରିହାରେ ନିକଟସ୍ଥିତ ୟର୍ଦ୍ଦନ ସମୀପର ଇଶ୍ରାୟେଲର ଲୋକମାନଙ୍କୁ ମାଯାେବ ପଦା ରେ ଏହା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା ଓ ଇଲୀୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଲୋକମାନଙ୍କ ସଙ୍ଗେ କଥା କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଓ ଇଲିୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପର ଇସ୍ରାଏଲର ଲୋକମାନଙ୍କୁ ମୋୟାବ ପଦାରେ ଏହା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା ଓ ଇଲୀୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଲୋକମାନଙ୍କ ସଙ୍ଗେ କଥା କହିଲେ,
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା ଓ ଇଲୀୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଲୋକମାନଙ୍କ ସଙ୍ଗେ କଥା କହିଲେ,