Numbers 26:33 — Compare Translations
5 translations compared side by side
Odia - 1840
"ସହେି ହଫରେର ପୁତ୍ର ସଲଫାଦର ପୁତ୍ର ନ ଥିଲା, କବଳେ ପାଞ୍ଚଟି କନ୍ଯା ଥିଲା। ସମାନେେ ହେଲେ ମହଲା, ନୋଯା, ହଗାଲା, ମଲ୍କା ଓ ତିର୍ସା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ହେଫରର ପୁତ୍ର ସଲଫାଦର ପୁତ୍ର ନ ଥିଲା, କେବଳ ପାଞ୍ଚୋଟି କନ୍ୟା ଥିଲା। ସେମାନେ ହେଲେ ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା।
Odia IRV 2017 (ଓଡିଆ ବାଇବେଲ)
ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା।