Numbers 26:34 — Compare Translations
5 translations compared side by side
Odia - 1840
"ମନଃଶି ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ଯା 52,700 ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ମନଃଶିର ବଂଶ, ଏମାନଙ୍କର ଗଣିତ ଲୋକ ବାଆନ ହଜାର ସାତ ଶହ ଜଣ ।
Odia Bible ERV 2004 (ପବିତ୍ର ବାଇବଲ)
ମନଃଶି ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ୟା 52,700 ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ମନଃଶିର ବଂଶ, ଏମାନଙ୍କର ଗଣିତ ଲୋକ ବାବନ ହଜାର ସାତ ଶହ ଜଣ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ମନଃଶିର ବଂଶ, ଏମାନଙ୍କର ଗଣିତ ଲୋକ ବାବନ ହଜାର ସାତ ଶହ ଜଣ।