Numbers 26:35 — Compare Translations

5 translations compared side by side

Odia - 1840
"ଇଫ୍ରଯିମ ପରିବାରବର୍ଗର ଗୋଷ୍ଠୀଗୁଡିକ ହେଲେ: ଶୂଥଲହଠାରୁ ଶୂଥଲହୀଯ ଗୋଷ୍ଠୀ, ବେଖରଠାରୁ ବେଖ୍ରୀଯ ଗୋଷ୍ଠୀ, ତହନଠାରୁ ତହନୀଯ ଗୋଷ୍ଠୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଆପଣା ବଂଶାନୁସାରେ ଇଫ୍ରୟିମର ସନ୍ତାନ; ଶୂଥଲହଠାରୁ ଶୂଥଲହୀୟ ବଂଶ; ବେଖରଠାରୁ ବେଖ୍ରୀୟ ବଂଶ; ତହନଠାରୁ ତହନୀୟ ବଂଶ ।
Odia Bible ERV 2004 (ପବିତ୍ର ବାଇବଲ)
ଇଫ୍ରୟିମ ପରିବାରବର୍ଗର ଗୋଷ୍ଠୀଗୁଡ଼ିକ ହେଲେ: ଶୂଥଲହଠାରୁ ଶୂଥଲହୀୟ ଗୋଷ୍ଠୀ, ବେଖରଠାରୁ ବେଖ୍ରୀୟ ଗୋଷ୍ଠୀ, ତହନଠାରୁ ତହନୀୟ ଗୋଷ୍ଠୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଆପଣା ବଂଶାନୁସାରେ ଇଫ୍ରୟିମର ସନ୍ତାନ; ଶୂଥେଲହଠାରୁ ଶୂଥଲହୀୟ ବଂଶ; ବେଖରଠାରୁ ବେଖ୍ରୀୟ ବଂଶ; ତହନଠାରୁ ତହନୀୟ ବଂଶ।
Odia IRV 2017 (ଓଡିଆ ବାଇବେଲ)
ଆପଣା ଆପଣା ବଂଶାନୁସାରେ ଇଫ୍ରୟିମର ସନ୍ତାନ; ଶୂଥେଲହଠାରୁ ଶୂଥଲହୀୟ ବଂଶ; ବେଖରଠାରୁ ବେଖ୍ରୀୟ ବଂଶ; ତହନଠାରୁ ତହନୀୟ ବଂଶ।