Numbers 26:36 — Compare Translations

5 translations compared side by side

Odia - 1840
"ଏମାନେ ଶୂଥଲହର ବଂଶଧର ଥିଲେ। ଏରଣଠାରୁ ଏରଣୀଯ ଗୋଷ୍ଠୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶୂଥଲହର ସନ୍ତାନ ଏମାନେ; ଏରଣଠାରୁ ଏରଣୀୟ ବଂଶ ।
Odia Bible ERV 2004 (ପବିତ୍ର ବାଇବଲ)
ଏମାନେ ଶୂଥଲହର ବଂଶଧର ଥିଲେ। ଏରଣଠାରୁ ଏରଣୀୟ ଗୋଷ୍ଠୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶୂଥେଲହର ସନ୍ତାନ ଏମାନେ; ଏରଣଠାରୁ ଏରଣୀୟ ବଂଶ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶୂଥେଲହର ସନ୍ତାନ ଏମାନେ; ଏରଣଠାରୁ ଏରଣୀୟ ବଂଶ।