Numbers 26:37 — Compare Translations

5 translations compared side by side

Odia - 1840
"ଇଫ୍ରଯିମର ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ଯା 32,500 ଥିଲେ। ଏମାନେ ସମାନଙ୍କେର ନିଜ ନିଜ ବଂଶ ଅନୁସାରେ ଯୋଷଫେର ସନ୍ତାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯାʼନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷଫର ସନ୍ତାନ ।
Odia Bible ERV 2004 (ପବିତ୍ର ବାଇବଲ)
ଇଫ୍ରୟିମର ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ୟା 32,500 ଥିଲେ। ଏମାନେ ସେମାନଙ୍କର ନିଜ ନିଜ ବଂଶ ଅନୁସାରେ ଯୋଷେଫର ସନ୍ତାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯାʼନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷେଫର ସନ୍ତାନ।
Odia IRV 2017 (ଓଡିଆ ବାଇବେଲ)
ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯା’ନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷେଫର ସନ୍ତାନ।