Numbers 26:38 — Compare Translations
5 translations compared side by side
Odia - 1840
"ବାନ୍ଯାମୀନର ପରିବାରବର୍ଗ ହେଲେ: ବଲୋଠାରୁ ବଲୋଯୀଯ ଗୋଷ୍ଠୀ; ଅସବଲଠାରୁେ ଅସବଲେୀଯ ଗୋଷ୍ଠୀ ଏବଂ ଅହୀରାମଠାରୁ ଅହୀରାମୀଯ ଗୋଷ୍ଠୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନର ସନ୍ତାନ; ବେଲାଠାରୁ ବେଲାୟୀୟ ବଂଶ; ଅସ୍ବେଲଠାରୁ ଅସ୍ବେଲୀୟ ବଂଶ; ଅହୀରାମଠାରୁ ଅହୀରାମୀୟ ବଂଶ;
Odia Bible ERV 2004 (ପବିତ୍ର ବାଇବଲ)
ବିନ୍ୟାମୀନର ପରିବାରବର୍ଗ ହେଲେ: ବେଲାଠାରୁ ବେଲାୟୀୟ ଗୋଷ୍ଠୀ; ଅସବେଲଠାରୁ ଅସବେଲୀୟ ଗୋଷ୍ଠୀ ଏବଂ ଅହୀରାମଠାରୁ ଅହୀରାମୀୟ ଗୋଷ୍ଠୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍ର ସନ୍ତାନ; ବେଲାଠାରୁ ବେଲାୟୀୟ ବଂଶ: ଅସ୍ବେଲଠାରୁ ଅସ୍ବେଲୀୟ ବଂଶ; ଅହୀରାମଠାରୁ ଅହୀରାମୀୟ ବଂଶ;
Odia IRV 2017 (ଓଡିଆ ବାଇବେଲ)
ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍ର ସନ୍ତାନ; ବେଲାଠାରୁ ବେଲାୟୀୟ ବଂଶ: ଅସ୍ବେଲଠାରୁ ଅସ୍ବେଲୀୟ ବଂଶ; ଅହୀରାମଠାରୁ ଅହୀରାମୀୟ ବଂଶ;