Numbers 26:4 — Compare Translations

5 translations compared side by side

Odia - 1840
" ସମାନେେ କହିଲେ, ଯେଉଁ ପୁରୁଷମାନେ କୋଡିଏ ବର୍ଷ କିମ୍ବା ଅଧିକ ତୁମ୍ଭେ ସହେି ସମସ୍ତଙ୍କୁ ଗଣନା କର, ଠିକ୍ ଯେପରି ସଦାପ୍ରଭୁ ମାଶାଙ୍କେୁ ଆଦେଶ କରିଥିଲେ, ଯେତବେେଳେ ଲୋକମାନେ ମିଶରଠାରୁ ବାହାରି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର ।
Odia Bible ERV 2004 (ପବିତ୍ର ବାଇବଲ)
“ସେମାନେ କହିଲେ, ଯେଉଁ ପୁରୁଷମାନେ କୋଡ଼ିଏ ବର୍ଷ କିମ୍ବା ଅଧିକ ତୁମ୍ଭେ ସେହି ସମସ୍ତଙ୍କୁ ଗଣନା କର, ଠିକ୍ ଯେପରି ସଦାପ୍ରଭୁ ମୋଶାଙ୍କୁ ଆଦେଶ କରିଥିଲେ, ଯେତେବେଳେ ଲୋକମାନେ ମିଶରଠାରୁ ବାହାରି ଆସିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର।”
Odia IRV 2017 (ଓଡିଆ ବାଇବେଲ)
“ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର।”