Numbers 26:40 — Compare Translations

5 translations compared side by side

Odia - 1840
"ବଲୋର ସନ୍ତାନ ଅର୍ଦ ଓ ନାମାନ ହେଲେ: ଅର୍ଦଠାରୁ ଅର୍ଦୀଯ ଗୋଷ୍ଠୀ; ନାମାନଠାରୁ ନାମାନୀଯ ଗୋଷ୍ଠୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବେଲାର ସନ୍ତାନ ଅର୍ଦ ଓ ନାମାନ; ଅର୍ଦଠାରୁ ଅର୍ଦୀୟ ବଂଶ; ନାମାନଠାରୁ ନାମାନୀୟ ବଂଶ ।
Odia Bible ERV 2004 (ପବିତ୍ର ବାଇବଲ)
ବେଲାର ସନ୍ତାନ ଅର୍ଦ ଓ ନାମାନ ହେଲେ: ଅର୍ଦଠାରୁ ଅର୍ଦୀୟ ଗୋଷ୍ଠୀ; ନାମାନଠାରୁ ନାମାନୀୟ ଗୋଷ୍ଠୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବେଲାର ସନ୍ତାନ ଅର୍ଦ ଓ ନାମାନ୍‍; ଅର୍ଦଠାରୁ ଅର୍ଦୀୟ ବଂଶ; ନାମାନ୍‍ଠାରୁ ନାମାନୀୟ ବଂଶ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବେଲାର ସନ୍ତାନ ଅର୍ଦ ଓ ନାମାନ୍‍; ଅର୍ଦଠାରୁ ଅର୍ଦୀୟ ବଂଶ; ନାମାନ୍‍ଠାରୁ ନାମାନୀୟ ବଂଶ।