Numbers 26:42 — Compare Translations
5 translations compared side by side
Odia - 1840
"ଦାନ ପରିବାରବର୍ଗର ପରିବାରଗୁଡିକ ହେଲେ: ଶୂହମଠାରୁ ଶୂହମୀଯ ଗୋଷ୍ଠୀ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ । ଏମାନେ ଆପଣା ଆପଣା ବଂଶାନୁସାରେ ଦାନର ବଂଶ ।
Odia Bible ERV 2004 (ପବିତ୍ର ବାଇବଲ)
ଦାନ ପରିବାରବର୍ଗର ପରିବାରଗୁଡ଼ିକ ହେଲେ: ଶୂହମଠାରୁ ଶୂହମୀୟ ଗୋଷ୍ଠୀ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ। ଏମାନେ ଆପଣା ଆପଣା ବଂଶାନୁସାରେ ଦାନ୍ର ବଂଶ।
Odia IRV 2017 (ଓଡିଆ ବାଇବେଲ)
ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ। ଏମାନେ ଆପଣା ଆପଣା ବଂଶାନୁସାରେ ଦାନ୍ର ବଂଶ।