Numbers 26:43 — Compare Translations

5 translations compared side by side

Odia - 1840
"ଶୂହମୀଯ ଗୋଷ୍ଠୀରୁ ଦାନ ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ଯା ହେଲେ 64,400"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶୂହମୀୟ ସମସ୍ତ ବଂଶ ଗଣାଯାʼନ୍ତେ, ଚଉଷଠି ହଜାର ଚାରି ଶହ ଲୋକ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶୂହମୀୟ ଗୋଷ୍ଠୀରୁ ଦାନ ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ୟା ହେଲେ 64,400
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶୂହମୀୟ ସମସ୍ତ ବଂଶ ଗଣାଯାʼନ୍ତେ, ଚଉଷଠି ହଜାର ଚାରି ଶହ ଲୋକ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଶୂହମୀୟ ସମସ୍ତ ବଂଶ ଗଣାଯା’ନ୍ତେ, ଚଉଷଠି ହଜାର ଚାରି ଶହ ଲୋକ ହେଲେ।