Numbers 26:45 — Compare Translations
5 translations compared side by side
Odia - 1840
"ବରିଯର ପରିବାରଗୁଡିକ ହେଲେ ଏହିମାନେ: ହବରଠାରୁେ ହବରେୀଯ ଗୋଷ୍ଠୀ; ମଲକୀଯଲଠାରୁେ ମଲକୀଯଲେୀଯ ଗୋଷ୍ଠୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବରୀୟର ସନ୍ତାନ ଏମାନେ; ହେବରଠାରୁ ହେବରୀୟ ବଂଶ; ମଲକୀୟେଲଠାରୁ ମଲକୀୟେଲୀୟ ବଂଶ ।
Odia Bible ERV 2004 (ପବିତ୍ର ବାଇବଲ)
ବରିୟର ପରିବାରଗୁଡ଼ିକ ହେଲେ ଏହିମାନେ: ହେବରଠାରୁ ହେବରୀୟ ଗୋଷ୍ଠୀ; ମଲକୀୟେଲଠାରୁ ମଲକୀୟେଲୀୟ ଗୋଷ୍ଠୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବରୀୟର ସନ୍ତାନ ଏମାନେ; ହେବରଠାରୁ ହେବରୀୟ ବଂଶ; ମଲ୍କୀୟେଲଠାରୁ ମଲ୍କୀୟେଲୀୟ ବଂଶ।
Odia IRV 2017 (ଓଡିଆ ବାଇବେଲ)
ବରୀୟର ସନ୍ତାନ ଏମାନେ; ହେବରଠାରୁ ହେବରୀୟ ବଂଶ; ମଲ୍କୀୟେଲଠାରୁ ମଲ୍କୀୟେଲୀୟ ବଂଶ।