Numbers 26:47 — Compare Translations

5 translations compared side by side

Odia - 1840
"ଆଶରରେ ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ଯା ଥିଲା 53400"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଶେରର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯାʼନ୍ତେ; ତେପନ ହଜାର ଚାରି ଶହ ଲୋକ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଶେରର ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ୟା ଥିଲା 53,400
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଶେରର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯାʼନ୍ତେ; ତେପନ ହଜାର ଚାରି ଶହ ଲୋକ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଶେରର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯା’ନ୍ତେ; ତେପନ ହଜାର ଚାରି ଶହ ଲୋକ ହେଲେ।