Numbers 26:48 — Compare Translations
5 translations compared side by side
Odia - 1840
"ପରିବାରବର୍ଗ ଅନୁସାରେ ନପ୍ତାଲି ପରିବାରଗୁଡିକ ହେଲେ: ୟହସୀଯଲଠାରୁେ ୟହସୀଯଲେୀଯ ଗୋଷ୍ଠୀ; ଗୂନିଠାରୁ ଗୂନୀଯ ଗୋଷ୍ଠୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଆପଣା ବଂଶାନୁସାରେ ନପ୍ତାଲିର ସନ୍ତାନ; ଯହସୀୟେଲଠାରୁ ଯହସୀୟେଲୀୟ ବଂଶ; ଗୂନିଠାରୁ ଗୂନୀୟ ବଂଶ;
Odia Bible ERV 2004 (ପବିତ୍ର ବାଇବଲ)
ପରିବାରବର୍ଗ ଅନୁସାରେ ନପ୍ତାଲି ପରିବାରଗୁଡ଼ିକ ହେଲେ: ଯହସୀୟେଲଠାରୁ ଯହସୀୟେଲୀୟ ଗୋଷ୍ଠୀ; ଗୂନିଠାରୁ ଗୂନୀୟ ଗୋଷ୍ଠୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଆପଣା ବଂଶାନୁସାରେ ନପ୍ତାଲିର ସନ୍ତାନ; ଯହସୀୟେଲଠାରୁ ଯହସୀୟେଲୀୟ ବଂଶ; ଗୂନିଠାରୁ ଗୂନୀୟ ବଂଶ;
Odia IRV 2017 (ଓଡିଆ ବାଇବେଲ)
ଆପଣା ଆପଣା ବଂଶାନୁସାରେ ନପ୍ତାଲିର ସନ୍ତାନ; ଯହସୀୟେଲଠାରୁ ଯହସୀୟେଲୀୟ ବଂଶ; ଗୂନିଠାରୁ ଗୂନୀୟ ବଂଶ;