Numbers 26:5 — Compare Translations

5 translations compared side by side

Odia - 1840
"ରୁବନେ ଇଶ୍ରାୟେଲ ପ୍ରଥମ ପୁତ୍ର। ରୁବନରେ ପୁତ୍ରଗଣ ଓ ଗୋଷ୍ଠୀଗୁଡିକ ହେଲ, ହାନୋକରୁ ହାନୋକ ଗୋଷ୍ଠୀ ଓ ପଲ୍ଲୂଠାରୁ ପଲ୍ଲୂ ଗୋଷ୍ଠୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରୁବେନ୍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୂଠାରୁ ପଲ୍ଲୂୟୀୟ ବଂଶ;
Odia Bible ERV 2004 (ପବିତ୍ର ବାଇବଲ)
ରୁବେନ୍ ଇସ୍ରାଏଲର ପ୍ରଥମ ପୁତ୍ର। ରୁବେ‌ନ୍‌ର ପୁତ୍ରଗଣ ଓ ଗୋଷ୍ଠୀଗୁଡ଼ିକ ହେଲେ, ହନୋକରୁ ହନୋକ ଗୋଷ୍ଠୀ ଓ ପଲ୍ଲୂଠାରୁ ପଲ୍ଲୂ ଗୋଷ୍ଠୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରୁବେନ୍‍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନ୍‍ର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୁଠାରୁ ପଲ୍ଲୁୟୀୟ ବଂଶ;
Odia IRV 2017 (ଓଡିଆ ବାଇବେଲ)
ରୁବେନ୍‍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନ୍‍ର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୂଠାରୁ ପଲ୍ଲୂୟୀୟ ବଂଶ;