Numbers 26:50 — Compare Translations
5 translations compared side by side
Odia - 1840
"ନପ୍ତାଲି ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ଯା 45,400 ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଆପଣା ବଂଶାନୁସାରେ ଏହି ସକଳ ନପ୍ତାଲିର ବଂଶ । ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଚାରି ଶହ ଜଣ ।
Odia Bible ERV 2004 (ପବିତ୍ର ବାଇବଲ)
ନପ୍ତାଲି ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ୟା 45,400 ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଆପଣା ବଂଶାନୁସାରେ ଏହି ସକଳ ନପ୍ତାଲିର ବଂଶ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଚାରି ଶହ ଜଣ।
Odia IRV 2017 (ଓଡିଆ ବାଇବେଲ)
ଆପଣା ଆପଣା ବଂଶାନୁସାରେ ଏହି ସକଳ ନପ୍ତାଲିର ବଂଶ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଚାରି ଶହ ଜଣ।