Numbers 26:51 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲୀୟ ପୁରୁଷମାନଙ୍କ ସଂଖ୍ଯା 6,01,730 ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ଲୋକମାନଙ୍କର ସଂଖ୍ୟା ଛଅ ଲକ୍ଷ ଏକ ହଜାର ସାତ ଶହ ତିରିଶ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟ ପୁରୁଷମାନଙ୍କ ସଂଖ୍ୟା 601,730 ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଗଣିତ ଲୋକମାନଙ୍କର ସଂଖ୍ୟା ଛଅ ଲକ୍ଷ ଏକ ହଜାର ସାତ ଶହ ତିରିଶ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଗଣିତ ଲୋକମାନଙ୍କର ସଂଖ୍ୟା ଛଅ ଲକ୍ଷ ଏକ ହଜାର ସାତ ଶହ ତିରିଶ ଥିଲା।