Numbers 26:53 — Compare Translations
5 translations compared side by side
Odia - 1840
"ନାମ ସଂଖ୍ଯା ଅନୁସାରେ ସମାନଙ୍କେ ମଧିଅରେ ଅଧିକାର ପାଇଁ ଦେଶ ବିଭକ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନାମସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ନାମ ସଂଖ୍ୟା ଅନୁସାରେ ସେମାନଙ୍କ ମଧ୍ୟରେ ଅଧିକାର ପାଇଁ ଦେଶ ବିଭକ୍ତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ନାମ-ସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
“ନାମସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ।