Numbers 26:55 — Compare Translations
5 translations compared side by side
Odia - 1840
"ତୁମ୍ଭେ ଗୁଳାବାଣ୍ଟ ଦ୍ବାରା ଦେଶ ଭାଗ କରିବା ଉଚିତ୍। ସମାନେେ ନିଜ ନିଜ ପରିବାରବର୍ଗର ନାମ ଅନୁସାରେ ଭାଗ ପାଇବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଗୁଲିବାଣ୍ଟ ଦ୍ଵାରା ଦେଶ ବିଭକ୍ତ ହେବ; ସେମାନେ ଆପଣା ଆପଣା ପିତୃବଂଶ ନାମାନୁସାରେ ଅଧିକାର ପାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଗୁଲିବାଣ୍ଟ ଦ୍ୱାରା ଦେଶ ଭାଗ କରିବା ଉଚିତ୍। ସେମାନେ ନିଜ ନିଜ ପରିବାରବର୍ଗର ନାମ ଅନୁସାରେ ଭାଗ ପାଇବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଗୁଲିବାଣ୍ଟ ଦ୍ୱାରା ଦେଶ ବିଭକ୍ତ ହେବ; ସେମାନେ ଆପଣା ଆପଣା ପିତୃବଂଶ ନାମାନୁସାରେ ଅଧିକାର ପାଇବେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଗୁଲିବାଣ୍ଟ ଦ୍ୱାରା ଦେଶ ବିଭକ୍ତ ହେବ; ସେମାନେ ଆପଣା ଆପଣା ପିତୃବଂଶ ନାମାନୁସାରେ ଅଧିକାର ପାଇବେ।