Numbers 26:57 — Compare Translations
5 translations compared side by side
Odia - 1840
"ସମାନେେ ମଧ୍ଯ ଲବେୀର ପରିବାରବର୍ଗଙ୍କୁ ଗଣନା କଲେ। ଲବେୀୟ ପରିବାରବର୍ଗଗୁଡିକ ହେଲେ: ଗେର୍ଶୋନଠାରୁ ଗେର୍ଶୋନୀଯ ଗୋଷ୍ଠୀ; କାହାତଠାରୁ କାହାତୀଯ ଗୋଷ୍ଠୀ; ମରାରିଠାରୁ ସରାରୀଯ ଗୋଷ୍ଠୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଆପଣା ବଂଶାନୁସାରେ ଏମାନେ ଲେବୀୟମାନଙ୍କ ମଧ୍ୟରୁ ଗଣିତ ହେଲେ; ଗେର୍ଶୋନଠାରୁ ଗେର୍ଶୋନୀୟ ବଂଶ; କହାତ୍ଠାରୁ କହାତୀୟ ବଂଶ; ମରାରିଠାରୁ ମରାରୀୟ ବଂଶ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମଧ୍ୟ ଲେବୀର ପରିବାରବର୍ଗଙ୍କୁ ଗଣନା କଲେ। ଲେବୀୟ ପରିବାରବର୍ଗଗୁଡ଼ିକ ହେଲେ: ଗେର୍ଶୋନଠାରୁ ଗେର୍ଶୋନୀୟ ଗୋଷ୍ଠୀ; କହାତଠାରୁ କହାତୀୟ ଗୋଷ୍ଠୀ; ମରାରିଠାରୁ ମରାରୀୟ ଗୋଷ୍ଠୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଆପଣା ବଂଶାନୁସାରେ ଏମାନେ ଲେବୀୟମାନଙ୍କ ମଧ୍ୟରୁ ଗଣିତ ହେଲେ; ଗେର୍ଶୋନଠାରୁ ଗେର୍ଶୋନୀୟ ବଂଶ; କହାତଠାରୁ କହାତୀୟ ବଂଶ; ମରାରିଠାରୁ ମରାରୀୟ ବଂଶ।
Odia IRV 2017 (ଓଡିଆ ବାଇବେଲ)
ଆପଣା ଆପଣା ବଂଶାନୁସାରେ ଏମାନେ ଲେବୀୟମାନଙ୍କ ମଧ୍ୟରୁ ଗଣିତ ହେଲେ; ଗେର୍ଶୋନଠାରୁ ଗେର୍ଶୋନୀୟ ବଂଶ; କହାତଠାରୁ କହାତୀୟ ବଂଶ; ମରାରିଠାରୁ ମରାରୀୟ ବଂଶ।