Numbers 26:58 — Compare Translations
5 translations compared side by side
Odia - 1840
"ଏହିସବୁ ଗୋଷ୍ଠୀଗୁଡିକ ମଧ୍ଯ ଲବେୀୟ ପରିବାରବର୍ଗର ଅର୍ନ୍ତଭୁକ୍ତ ଅଟେ। ଲିବନୀଯ ଗୋଷ୍ଠୀ, ହିବ୍ରୋଣୀଯ ଗୋଷ୍ଠୀ, ମହଲୀଯ ଗୋଷ୍ଠୀ, ମୂଶୀଯ ଗୋଷ୍ଠୀ ଏବଂ କୋରହୀଯ ଗୋଷ୍ଠୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲେବୀୟ ବଂଶ ଏହି; ଲିବ୍ନୀୟ ବଂଶ, ହିବ୍ରୋଣୀୟ ବଂଶ, ମହଲୀୟ ବଂଶ, ମୂଶୀୟ ବଂଶ, କୋରହୀ ବଂଶ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ ଗୋଷ୍ଠୀଗୁଡ଼ିକ ମଧ୍ୟ ଲେବୀୟ ପରିବାରବର୍ଗର ଅନ୍ତର୍ଭୁକ୍ତ ଅଟେ। ଲିବ୍ନୀୟ ଗୋଷ୍ଠୀ, ହିବ୍ରୋଣୀୟ ଗୋଷ୍ଠୀ, ମହଲୀୟ ଗୋଷ୍ଠୀ, ମୂଶୀୟ ଗୋଷ୍ଠୀ ଏବଂ କୋରହୀୟ ଗୋଷ୍ଠୀ। କହାତ ଅମ୍ରମର ପିତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲେବୀୟ ବଂଶ ଏହି; ଲିବ୍ନୀୟ ବଂଶ, ହିବ୍ରୋଣୀୟ ବଂଶ, ମହଲୀୟ ବଂଶ, ମୂଶୀୟ ବଂଶ, କୋରହୀ ବଂଶ।
Odia IRV 2017 (ଓଡିଆ ବାଇବେଲ)
ଲେବୀୟ ବଂଶ ଏହି; ଲିବ୍ନୀୟ ବଂଶ, ହିବ୍ରୋଣୀୟ ବଂଶ, ମହଲୀୟ ବଂଶ, ମୂଶୀୟ ବଂଶ, କୋରହୀ ବଂଶ।