Numbers 26:59 — Compare Translations
5 translations compared side by side
Odia - 1840
"ସହେି ଅମ୍ରମର ସ୍ତ୍ରୀ ୟୋକବଦେ । ସେ ମିଶର ଦେଶ ରେ ଲବେୀର ପରିବାରବର୍ଗରୁ ଜନ୍ମ ହାଇେ ଥିଲା। ଅମ୍ରମ ଔରସ ରେ ୟୋକବଦଠାରୁେ ମାଶାେ, ହାରୋଣ ଓ ସମାନଙ୍କେର ଭଉଣୀ ମରିଯମ ଜନ୍ମ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି କହାତର ପୁତ୍ର ଅମ୍ରମ୍; ସେହି ଅମ୍ରମର ଯୋକେବଦ ନାମ୍ନୀ ଭାର୍ଯ୍ୟା ମିସର ଦେଶରେ ଲେବୀର ଔରସଜାତା କନ୍ୟା ଥିଲା । ସେ ଅମ୍ରମର ଔରସରେ ହାରୋଣ ଓ ମୋଶା ଓ ସେମାନଙ୍କ ଭଗିନୀ ମରୀୟମଙ୍କୁ ପ୍ରସବ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଅମ୍ରମର ସ୍ତ୍ରୀ ଯୋକେବଦ । ସେ ମିଶର ଦେଶରେ ଲେବୀର ପରିବାରବର୍ଗରୁ ଜନ୍ମ ହୋଇଥିଲା। ଅମ୍ରମ୍ ଔରସରେ ଯୋକେବଦଠାରୁ ମୋଶା, ହାରୋଣ ଓ ସେମାନଙ୍କର ଭଉଣୀ ମରିୟମ ଜନ୍ମ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି କହାତର ପୁତ୍ର ଅମ୍ରାମ୍; ସେହି ଅମ୍ରମର ଯୋକେବଦ ନାମ୍ନୀ ଭାର୍ଯ୍ୟା ମିସର ଦେଶରେ ଲେବୀର ଔରସଜାତା କନ୍ୟା ଥିଲା। ସେ ଅମ୍ରମର ଔରସରେ ହାରୋଣ, ମୋଶା ଓ ସେମାନଙ୍କ ଭଗିନୀ ମରୀୟମଙ୍କୁ ପ୍ରସବ କଲା।
Odia IRV 2017 (ଓଡିଆ ବାଇବେଲ)
ସେହି କହାତର ପୁତ୍ର ଅମ୍ରାମ୍; ସେହି ଅମ୍ରମର ଯୋକେବଦ ନାମ୍ନୀ ଭାର୍ଯ୍ୟା ମିସର ଦେଶରେ ଲେବୀର ଔରସଜାତା କନ୍ୟା ଥିଲା। ସେ ଅମ୍ରମର ଔରସରେ ହାରୋଣ, ମୋଶା ଓ ସେମାନଙ୍କ ଭଗିନୀ ମରୀୟମଙ୍କୁ ପ୍ରସବ କଲା।