Numbers 26:60 — Compare Translations
5 translations compared side by side
Odia - 1840
"ହାରୋଣଠାରୁ ନାଦବ୍, ଅବୀହୂ, ଇଲିଯାସର ଓ ଈଥାମର ଜନ୍ମ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାରୋଣଠାରୁ ନାଦବ ଓ ଅବୀହୂ, ପୁଣି ଇଲୀୟାସର ଓ ଈଥାମର ଜନ୍ମିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣଠାରୁ ନାଦବ୍, ଅବୀହୂ, ଇଲିୟାସର ଓ ଈଥାମର ଜନ୍ମ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାରୋଣଠାରୁ ନାଦବ୍ ଓ ଅବୀହୂ, ପୁଣି, ଇଲୀୟାସର ଓ ଈଥାମର ଜନ୍ମିଲେ।
Odia IRV 2017 (ଓଡିଆ ବାଇବେଲ)
ହାରୋଣଠାରୁ ନାଦବ ଓ ଅବୀହୂ, ପୁଣି, ଇଲୀୟାସର ଓ ଈଥାମର ଜନ୍ମିଲେ।