Numbers 26:61 — Compare Translations
5 translations compared side by side
Odia - 1840
"କିନ୍ତୁ ନାଦବ୍ ଓ ଅବୀହୂ ସଦାପ୍ରଭୁଙ୍କ ସମ୍ମୁଖ ରେ ମୃତ୍ଯୁବରଣ କଲେ, ଯେତବେେଳେ ସମାନେେ ଅଗ୍ନି ଅର୍ପଣ କଲେ ଓ ତାହା ଗୃହିତ ହାଇେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ନାଦବ୍ ଓ ଅବୀହୂ ସଦାପ୍ରଭୁଙ୍କ ସମ୍ମୁଖରେ ଇତର ଅଗ୍ନି ଉତ୍ସର୍ଗ କରନ୍ତେ ମଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ନାଦବ୍ ଓ ଅବୀହୂ ସଦାପ୍ରଭୁଙ୍କ ସମ୍ମୁଖରେ ମୃତ୍ୟୁବରଣ କଲେ, ଯେତେବେଳେ ସେମାନେ ଅଗ୍ନି ଅର୍ପଣ କଲେ ଓ ତାହା ଗୃହିତ ହୋଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ନାଦବ୍ ଓ ଅବୀହୂ ସଦାପ୍ରଭୁଙ୍କ ସମ୍ମୁଖରେ ଇତର ଅଗ୍ନି ଉତ୍ସର୍ଗ କରନ୍ତେ ମଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ନାଦବ୍ ଓ ଅବୀହୂ ସଦାପ୍ରଭୁଙ୍କ ସମ୍ମୁଖରେ ଇତର ଅଗ୍ନି ଉତ୍ସର୍ଗ କରନ୍ତେ ମଲେ।