Numbers 26:62 — Compare Translations

5 translations compared side by side

Odia - 1840
"ଲବେୀୟମାନଙ୍କର ସମୁଦାଯ ଏକ ମାସର ପୁରୁଷ ଓ ବଯଜେଷ୍ଠ ସଂଖ୍ଯା 23,000 ହେଲା। କିନ୍ତୁ ସମାନଙ୍କେୁ ଇଶ୍ରାୟେଲର ଲୋକ ବୋଲି ଗଣନା କରାଗଲା ନାହିଁ କାରଣ ଇଶ୍ରାୟେଲର ଲୋକମାନଙ୍କର ପରି ସମାନଙ୍କେୁ ଭୂମି ଦିଆଗଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଲୋକ ଗଣାଯାʼନ୍ତେ, ତେଇଶ ହଜାର ଜଣ ହେଲେ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦତ୍ତ ନୋହିବାରୁ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟମାନଙ୍କର ସମୁଦାୟ ଏକ ମାସର ପୁରୁଷ ଓ ବୟଜ୍ୟେଷ୍ଠ ସଂଖ୍ୟା 23,000 ହେଲା। କିନ୍ତୁ ସେମାନଙ୍କୁ ଇସ୍ରାଏଲର ଲୋକ ବୋଲି ଗଣନା କରାଗଲା ନାହିଁ, କାରଣ ଇସ୍ରାଏଲର ଲୋକମାନଙ୍କର ପରି ସେମାନଙ୍କୁ ଭୂମି ଦିଆଗଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଲୋକ ଗଣାଯାʼନ୍ତେ, ତେଇଶ ହଜାର ଜଣ ହେଲେ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦତ୍ତ ନୋହିବାରୁ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଲୋକ ଗଣାଯା’ନ୍ତେ, ତେଇଶ ହଜାର ଜଣ ହେଲେ; କାରଣ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦତ୍ତ ନୋହିବାରୁ ସେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।