Numbers 26:63 — Compare Translations

5 translations compared side by side

Odia - 1840
"ଯିରୀହାେ ନିକଟସ୍ଥ ୟର୍ଦ୍ଦନ ସୀମାର ମାୟୋବ ପଦା ରେ ଇଶ୍ରାୟେଲର ଲୋକମାନଙ୍କୁ ମାଶାେ ଓ ଯାଜକ ଇଲିଯାସର ଗଣନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଇସ୍ରାଏଲ-ସନ୍ତାନଗଣର ଗଣନାକାରୀ ମୋଶା ଓ ଇଲୀୟାସର ଯାଜକ ଦ୍ଵାରା ଏସମସ୍ତେ ଗଣାଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସୀମାର ମୋୟାବ ପଦାରେ ଇସ୍ରାଏଲର ଲୋକମାନଙ୍କୁ ମୋଶା ଓ ଯାଜକ ଇଲିୟାସର ଗଣନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ଇଲୀୟାସର ଯାଜକ ଦ୍ୱାରା ଏସମସ୍ତେ ଗଣାଗଲେ।
Odia IRV 2017 (ଓଡିଆ ବାଇବେଲ)
ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ଇଲୀୟାସର ଯାଜକ ଦ୍ୱାରା ଏସମସ୍ତେ ଗଣାଗଲେ।