Numbers 26:64 — Compare Translations
5 translations compared side by side
Odia - 1840
"ମାତ୍ର ସୀନଯ ମରୁଭୂମିରେ ଇଶ୍ରାୟେଲ ଲୋକମାନଙ୍କର ଗଣନାକାରୀ ମାଶାେ ଓ ହାରୋଣ ଯାଜକ ଦ୍ବାରା ଯେଉଁମାନେ ଗଣିତ ହାଇେଥିଲେ, ସମାନଙ୍କେ ମଧ୍ଯରୁ ଜଣେ ଏମାନଙ୍କ ମଧିଅରେ ନ ଥିଲା। ସହେି ଲୋକମାନେ ସମସ୍ତେ ମୃତ୍ଯୁବରଣ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସୀନୟ-ପ୍ରାନ୍ତରରେ ଇସ୍ରାଏଲ-ସନ୍ତାନଗଣର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ଵାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଏମାନଙ୍କ ମଧ୍ୟରେ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସୀନୟ ମରୁଭୂମିରେ ଇସ୍ରାଏଲ ଲୋକମାନଙ୍କର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ୱାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ହେଲେ ଏମାନଙ୍କ ମଧ୍ୟରେ ନ ଥିଲା। ସେହି ଲୋକମାନେ ସମସ୍ତେ ମୃତ୍ୟୁବରଣ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସୀନୟ ପ୍ରାନ୍ତରରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ୱାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଏମାନଙ୍କ ମଧ୍ୟରେ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସୀନୟ-ପ୍ରାନ୍ତରରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ୱାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଏମାନଙ୍କ ମଧ୍ୟରେ ନ ଥିଲା।