Numbers 26:65 — Compare Translations

5 translations compared side by side

Odia - 1840
"କାରଣ ସଦାପ୍ରଭୁ ସମାନଙ୍କେ ବିଷଯ ରେ କହିଥିଲେ ଯେ, ସମାନେେ ଅବଶ୍ଯ ଏହି ମରୁଭୂମିରେ ମରିବେ। କବଳେ ସମାନଙ୍କେ ମଧ୍ଯରୁ ୟିଫୁନ୍ନିର ପୁତ୍ର କାଲେବ୍ ଓ ନୂନର ପୁତ୍ର ଯିହାଶୂେୟ ବଞ୍ଚି ରହିଲେ, ବାକି ସମସ୍ତେ ମଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ଛଡ଼ା ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, ସେମାନେ ଅବଶ୍ୟ ଏହି ମରୁଭୂମିରେ ମରିବେ। କେବଳ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ୍ ଓ ନୂନର ପୁତ୍ର ଯିହୋଶୂୟ ବଞ୍ଚି ରହିଲେ, ବାକି ସମସ୍ତେ ମଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, “ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ବ୍ୟତୀତ ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, “ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ବ୍ୟତୀତ ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ।”