Numbers 26:7 — Compare Translations
5 translations compared side by side
Odia - 1840
"ଏମାନେ ହେଲେ ରୁବନରେ ପରିବାରବର୍ଗ, ଗଣନା ପରେ ଏମାନଙ୍କର ସଂଖ୍ଯା ହେଲା 43,730"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ରୁବେନର ବଂଶ; ପୁଣି ଏମାନେ ଗଣାଯାʼନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏମାନେ ହେଲେ ରୁବେନ୍ର ପରିବାରବର୍ଗ, ଗଣନା ପରେ ଏମାନଙ୍କର ସଂଖ୍ୟା ହେଲା 43,730
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ରୁବେନ୍ର ବଂଶ; ପୁଣି, ଏମାନେ ଗଣାଯାʼନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ରୁବେନ୍ର ବଂଶ; ପୁଣି, ଏମାନେ ଗଣାଯା’ନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ।