Numbers 26:9 — Compare Translations
5 translations compared side by side
Odia - 1840
"ଆଉ ଇଲୀଯାବର ତିନିପୁତ୍ର ଯଥା: ନମୂଯଲେ, ଦାଥନ୍ ଓ ଅବୀରାମ। କୋରହର ଦଳୀଯ ଲୋକମାନେ ଯେତବେେଳେ ସଦାପ୍ରଭୁଙ୍କ ପ୍ରତିକୂଳ ରେ ବିବାଦ କଲେ, ସେତବେେଳେ ଦାଥନ୍ ଓ ଅବୀରାମ ଦୁଇ ଅଧିପତି ମାଶାେ ଓ ହାରୋଣଙ୍କ ବିରୁଦ୍ଧ ରେ ୟାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଇଲୀୟାବର ସନ୍ତାନ ନମୂୟେଲ ଓ ଦାଥନ୍ ଓ ଅବୀରାମ୍; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ତଳୀର ଆହୂତ ଲୋକ ଯେ ଦାଥନ୍ ଓ ଅବୀରାମ୍ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଇଲୀୟାବର ତିନିପୁତ୍ର ଯଥା: ନମୂୟେଲ, ଦାଥନ୍ ଓ ଅବୀରାମ। କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ଦାଥନ୍ ଓ ଅବୀରାମ ଦୁଇ ଅଧିପତି ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଯାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଇଲୀୟାବ୍ର ସନ୍ତାନ ନମୂୟେଲ, ଦାଥନ ଓ ଅବୀରାମ; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ଡଳୀର ଆହୂତ ଲୋକ ଯେ ଦାଥନ ଓ ଅବୀରାମ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ।
Odia IRV 2017 (ଓଡିଆ ବାଇବେଲ)
ସେହି ଇଲୀୟାବ୍ର ସନ୍ତାନ ନମୂୟେଲ, ଦାଥନ ଓ ଅବୀରାମ୍; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ଡଳୀର ଆହୂତ ଲୋକ ଯେ ଦାଥନ ଓ ଅବୀରାମ୍ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ।