Numbers 27:1 — Compare Translations
5 translations compared side by side
Odia - 1840
"ଯୋଷଫଙ୍କେ ପୁତ୍ର ମନଃଶି, ମନଃଶିଙ୍କର ପୁତ୍ର ମାଖୀର, ମାଖୀରର ପ୍ରପୌତ୍ର ଗିଲିଯଦ, ଗିଲିଯଦର ପୌତ୍ର ହଫରେ ଓ ହଫରେର ପୁତ୍ର ସଲଫାଦ। ଏହି ସଲଫାଦର ପାଞ୍ଚଟି କନ୍ଯା ଥିଲେ। ସମାନେେ ହେଲେ ମହଲା, ନୋଯା, ହଗାଲା, ମଲ୍କା ଓ ତର୍ସା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋଷେଫଙ୍କ ପୁତ୍ର ମନଃଶି ବଂଶୀୟମାନଙ୍କ ମଧ୍ୟରୁ ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ଯେ ସଲଫାଦ; ତାହାର କନ୍ୟାଗଣ ନିକଟକୁ ଆସିଲେ; ତାହାର କନ୍ୟାମାନଙ୍କ ନାମ ଏହି, ମହଲା, ନୋୟା ଓ ହଗ୍ଲା ଓ ମିଲ୍କା ଓ ତିର୍ସା ।
Odia Bible ERV 2004 (ପବିତ୍ର ବାଇବଲ)
ସଲଫାଦର କନ୍ୟାଗଣ ଯୋଷେଫଙ୍କ ପୁତ୍ର ମନଃଶି, ମନଃଶିଙ୍କର ପୁତ୍ର ମାଖୀର, ମାଖୀରର ପ୍ରପୌତ୍ର ଗିଲିୟଦ, ଗିଲିୟଦର ପୌତ୍ର ହେଫର ଓ ହେଫରର ପୁତ୍ର ସଲଫାଦ। ଏହି ସଲଫାଦର ପାଞ୍ଚୋଟି କନ୍ୟା ଥିଲେ। ସେମାନେ ହେଲେ ମହଲା, ନୋୟା, ହଗ୍ଲା, ମିଲ୍କା ଓ ତର୍ସା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଷେଫଙ୍କ ପୁତ୍ର ମନଃଶି ବଂଶୀୟମାନଙ୍କ ମଧ୍ୟରୁ ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ଯେ ସଲଫାଦ; ତାହାର କନ୍ୟାଗଣ ନିକଟକୁ ଆସିଲେ; ତାହାର କନ୍ୟାମାନଙ୍କ ନାମ ଏହି, ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା।
Odia IRV 2017 (ଓଡିଆ ବାଇବେଲ)