Numbers 27:10 — Compare Translations

5 translations compared side by side

Odia - 1840
"ପୁଣି ଯଦି ତାହାର ଭାଇ ନଥାଏ ତବେେ ତାହାର ଅଧିକାର ତା'ର ପିତାର ଭାଇମାନଙ୍କୁ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେବେ ତାହାର ଭାଇ ନ ଥାଏ, ତେବେ ତାହାର ପିତୃବ୍ୟମାନଙ୍କୁ ତାହାର ଅଧିକାର ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯଦି ତାହାର ଭାଇ ନ ଥାଏ ତେବେ ତାହାର ଅଧିକାର ତା’ର ପିତାର ଭାଇମାନଙ୍କୁ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯଦି ତାହାର ଭାଇ ନ ଥାଏ, ଯଦି ତାହାର ପିତୃବ୍ୟମାନଙ୍କୁ ତାହାର ଅଧିକାର ଦେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯଦି ତାହାର ଭାଇ ନ ଥାଏ, ଯଦି ତାହାର ପିତୃବ୍ୟମାନଙ୍କୁ ତାହାର ଅଧିକାର ଦେବ।