Numbers 27:11 — Compare Translations

5 translations compared side by side

Odia - 1840
"ଆଉ ଯବେେ ତା'ର ପିତାର ଭାଇମାନେ ନଥାନ୍ତି, ତବେେ ତାହାର ପରିବାର ମଧ୍ଯରୁ ଏବଂ ନିକଟ ସଂପର୍କୀଯ ଜ୍ଞାତିକୁ ତାହାର ଅଧିକାର ଦବେ। ଏହା ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ବିଚାରବିଧି ହବେ। ଆଉ ସଦାପ୍ରଭୁ ମାଶାଙ୍କେୁ ଏହି ଆଜ୍ଞା ହେଲେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ ତାହାର ପିତୃବ୍ୟ ନ ଥାଏ, ତେବେ ତାହାର ବଂଶ ମଧ୍ୟରୁ ନିକଟସ୍ଥ ଜ୍ଞାତିକି ତାହା ଅଧିକାର ଦେବ ଓ ସେ ତାହା ଅଧିକାର କରିବ; ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା ଇସ୍ରାଏଲ-ସନ୍ତାନଗଣର ବିଚାର-ବିଧି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯେବେ ତା’ର ପିତାର ଭାଇମାନେ ନ ଥା’ନ୍ତି, ତେବେ ତାହାର ପରିବାର ମଧ୍ୟରୁ ଏବଂ ନିକଟ ସମ୍ପର୍କୀୟ ଜ୍ଞାତିକୁ ତାହାର ଅଧିକାର ଦେବ। ଏହା ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ ବିଗ୍ଭରବିଧି ହେବ। ଆଉ ସଦାପ୍ରଭୁ ମୋଶାଙ୍କୁ ଏହି ଆଜ୍ଞା ଦେଲେ।‌’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି ତାହାର ପିତୃବ୍ୟ ନ ଥାଏ, ତେବେ ତାହାର ବଂଶ ମଧ୍ୟରୁ ନିକଟସ୍ଥ ଜ୍ଞାତିକୁ ତାହା ଅଧିକାର ଦେବ ଓ ସେ ତାହା ଅଧିକାର କରିବ; ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା ଇସ୍ରାଏଲ-ସନ୍ତାନଗଣଙ୍କର ବିଚାର-ବିଧି ହେବ।’”
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି ତାହାର ପିତୃବ୍ୟ ନ ଥାଏ, ତେବେ ତାହାର ବଂଶ ମଧ୍ୟରୁ ନିକଟସ୍ଥ ଜ୍ଞାତିକୁ ତାହା ଅଧିକାର ଦେବ ଓ ସେ ତାହା ଅଧିକାର କରିବ; ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା ଇସ୍ରାଏଲ-ସନ୍ତାନଗଣଙ୍କର ବିଚାର-ବିଧି ହେବ।”