Numbers 27:12 — Compare Translations

5 translations compared side by side

Odia - 1840
"ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ, ୟର୍ବ୍ଦନ ନଦୀର ପୂର୍ବ ରେ ଥିବା ଏହି ଅବାରୀମ ପର୍ବତ ଆରୋହଣ କର, ଆମ୍ଭେ ଇଶ୍ରାୟେଲ ଲୋକମାନଙ୍କୁ ଯେଉଁ ଦେଶ ଦଇେଅଛୁ ତାହା ନିରୀକ୍ଷଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଏହି ଅବାରୀମ୍ ପର୍ବତ ଆରୋହଣ କର, ପୁଣି ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ତାହା ନିରୀକ୍ଷଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ନୂତନ ଅଧିପତି ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯର୍ଦ୍ଦନ ନଦୀର ପୂର୍ବରେ ଥିବା ଏହି ଅବାରୀମ ପର୍ବତ ଆରୋହଣ କର, ଆମ୍ଭେ ଇସ୍ରାଏଲ ଲୋକମାନଙ୍କୁ ଯେଉଁ ଦେଶ ଦେଇଅଛୁ ତାହା ନିରୀକ୍ଷଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ଅବାରୀମ୍ ପର୍ବତ ଆରୋହଣ କର, ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ ଦେଶ ଦେଇଅଛୁ, ତାହା ନିରୀକ୍ଷଣ କର।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ଅବାରୀମ୍ ପର୍ବତ ଆରୋହଣ କର, ପୁଣି, ଆମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ ଯେଉଁ ଦେଶ ଦେଇଅଛୁ, ତାହା ନିରୀକ୍ଷଣ କର।