Numbers 27:13 — Compare Translations

5 translations compared side by side

Odia - 1840
"ତାହା ତୁମ୍ଭେ ନିରୀକ୍ଷଣ କଲାପରେ, ହାରୋଣଙ୍କ ତୁଲ୍ଯ ତୁମ୍ଭେ ମଧ୍ଯ ତୁମ୍ଭ ପୁର୍ବପୁରୁଷଗଣ ନିକଟକୁ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ନିରୀକ୍ଷଣ କଲା ଉତ୍ତାରେ ତୁମ୍ଭ ଭ୍ରାତା ହାରୋଣ ତୁଲ୍ୟ ତୁମ୍ଭେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତାହା ତୁମ୍ଭେ ନିରୀକ୍ଷଣ କଲାପରେ, ହାରୋଣଙ୍କ ତୁଲ୍ୟ ତୁମ୍ଭେ ମଧ୍ୟ ତୁମ୍ଭ ପୂର୍ବପୁରୁଷଗଣ ନିକଟକୁ ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ନିରୀକ୍ଷଣ କଲା ଉତ୍ତାରେ ତୁମ୍ଭ ଭ୍ରାତା ହାରୋଣ ତୁଲ୍ୟ ତୁମ୍ଭେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେବ ।
Odia IRV 2017 (ଓଡିଆ ବାଇବେଲ)
ତାହା ନିରୀକ୍ଷଣ କଲା ଉତ୍ତାରେ ତୁମ୍ଭ ଭ୍ରାତା ହାରୋଣ ତୁଲ୍ୟ ତୁମ୍ଭେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେବ ।