Numbers 27:14 — Compare Translations
5 translations compared side by side
Odia - 1840
"ମନେ ପକାଅ, ଯେତବେେଳେ ସୀନ ମରୁଭୂମିରେ ଲୋକମାନେ ଜଳ ପାଇଁ କୋର୍ଧିତ ହେଲେ, ତୁମ୍ଭେ ଓ ହାରୋଣ ମାରେ ଆଜ୍ଞା ଅମାନ୍ଯ କଲ। ତୁମ୍ଭମାନେେ ମାରେ ପବିତ୍ରତାକୁ ଲୋକଙ୍କ ସମ୍ମୁଖ ରେ ସମ୍ମାନ କଲ ନାହିଁ। (ଏହି ସୀନ୍ ମରୁଭୂମି କାଦେଶସ୍ଥ ମିରୀବାଃ-ଜଳ ମଧିଅରେ ଘଟଣା କ୍ରମେ ହବେ।)"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ତୁମ୍ଭେମାନେ ସୀନ୍ ପ୍ରାନ୍ତରରେ ମଣ୍ତଳୀର ବିବାଦରେ ଲୋକମାନଙ୍କ ଦୃଷ୍ଟିଗୋଚରରେ ଜଳ ନିକଟରେ ଆମ୍ଭକୁ ପବିତ୍ର ରୂପେ ମାନ୍ୟ କରିବା ବିଷୟକ ଆମ୍ଭ ଆଜ୍ଞାର ବିରୁଦ୍ଧାଚରଣ କଲ । (ସେହି ଜଳ ସୀନ୍ ପ୍ରାନ୍ତରର କାଦେଶସ୍ଥ ମିରୀବାଃ ଜଳ ।)
Odia Bible ERV 2004 (ପବିତ୍ର ବାଇବଲ)
ମନେପକାଅ, ଯେତେବେଳେ ସୀନ ମରୁଭୂମିରେ ଲୋକମାନେ ଜଳ ପାଇଁ କ୍ରୋଧିତ ହେଲେ, ତୁମ୍ଭେ ଓ ହାରୋଣ ମୋର ଆଜ୍ଞା ଅମାନ୍ୟ କଲ। ତୁମ୍ଭେମାନେ ମୋର ପବିତ୍ରତାକୁ ଲୋକଙ୍କ ସମ୍ମୁଖରେ ସମ୍ମାନ କଲ ନାହିଁ।” (ଏହି ସୀନ୍ ମରୁଭୂମି କାଦେଶସ୍ଥ ମିରୀବାଃ-ଜଳ ମଧ୍ୟରେ ଘଟଣା କ୍ରମେ ହେବ।)
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ତୁମ୍ଭେମାନେ ସୀନ୍ ପ୍ରାନ୍ତରରେ ମଣ୍ଡଳୀର ବିବାଦରେ ଲୋକମାନଙ୍କ ଦୃଷ୍ଟିଗୋଚରରେ ଜଳ ନିକଟରେ ଆମ୍ଭକୁ ପବିତ୍ର ରୂପେ ମାନ୍ୟ କରିବା ବିଷୟକ ଆମ୍ଭ ଆଜ୍ଞାର ବିରୁଦ୍ଧାଚରଣ କଲ।” (ସେହି ଜଳ ସୀନ୍ ପ୍ରାନ୍ତରର କାଦେଶସ୍ଥ ମିରୀବାଃ ଜଳ।)
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ତୁମ୍ଭେମାନେ ସୀନ୍ ପ୍ରାନ୍ତରରେ ମଣ୍ଡଳୀର ବିବାଦରେ ଲୋକମାନଙ୍କ ଦୃଷ୍ଟିଗୋଚରରେ ଜଳ ନିକଟରେ ଆମ୍ଭକୁ ପବିତ୍ର ରୂପେ ମାନ୍ୟ କରିବା ବିଷୟକ ଆମ୍ଭ ଆଜ୍ଞାର ବିରୁଦ୍ଧାଚରଣ କଲ।” (ସେହି ଜଳ ସୀନ୍ ପ୍ରାନ୍ତରର କାଦେଶସ୍ଥ ମିରୀବାଃ ଜଳ।)