Numbers 27:16 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ପ୍ରେତ୍ୟକକ ପ୍ରାଣୀସମାଜର ଚିନ୍ତାଧାରା ଜାଣନ୍ତି। ହେ ସଦାପ୍ରଭୁ, ମୁଁ ବିନଯ କରୁଛି ଏହି ମଣ୍ତଳୀ ପ୍ରତି ଏକ ପ୍ରତିନିଧି ନିୟୁକ୍ତ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ଵର ମଣ୍ତଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ,
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ପ୍ରତ୍ୟେକ ପ୍ରାଣୀ ସମାଜର ଚିନ୍ତାଧାରା ଜାଣନ୍ତି। ହେ ସଦାପ୍ରଭୁ, ମୁଁ ବିନୟ କରୁଛି ଏହି ମଣ୍ତଳୀ ପ୍ରତି ଏକ ପ୍ରତିନିଧି ନିଯୁକ୍ତ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ୱର ମଣ୍ଡଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ,
Odia IRV 2017 (ଓଡିଆ ବାଇବେଲ)
“ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ୱର ମଣ୍ଡଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ,