Numbers 27:17 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭଙ୍କୁ ବିନଯ କରୁଛ ଏକ ପ୍ରତିନିଧି ବାଛିବାକୁ, ୟିଏ ସମାନଙ୍କେୁ ଆଗଇେ ନବେ ଏବଂ ନୂତନ ଭୂମିକୁ ଆଣି ପାରିବ। ଏହିପ୍ରକା ରେ ସଦାପ୍ରଭୁଙ୍କର ଲୋକମାନେ ବିନା ପାଳକରେ ମଷେପଲ ତୁଲ୍ଯ ହବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ସେମାନଙ୍କ ଅଗ୍ରଗାମୀ ହୋଇ ବାହାରକୁ ଯାଇ ପାରିବ ଓ ସେମାନଙ୍କ ଅଗ୍ରଗାମୀ ହୋଇ ଭିତରକୁ ଆସି ପାରିବ, ପୁଣି ଯେ ସେମାନଙ୍କର ପଥପ୍ରଦର୍ଶକ ହୋଇ ସେମାନଙ୍କୁ ବାହାରକୁ ନେଇ ପାରିବ ଓ ଭିତରକୁ ଆଣି ପାରିବ; ତାହା କଲେ ସଦାପ୍ରଭୁଙ୍କର ମଣ୍ତଳୀ ପାଳକବିହୀନ ମେଷପଲ ତୁଲ୍ୟ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭଙ୍କୁ ବିନୟ କରୁଛି ଏକ ପ୍ରତିନିଧି ବାଛିବାକୁ, ଯିଏ ସେମାନଙ୍କୁ ଆଗେଇ ନେବ ଏବଂ ନୂତନ ଭୂମିକୁ ଆଣି ପାରିବ। ଏହି ପ୍ରକାରେ ସଦାପ୍ରଭୁଙ୍କର ଲୋକମାନେ ବିନା ପାଳକରେ ମେଷପଲ ତୁଲ୍ୟ ହେବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ସେମାନଙ୍କ ଅଗ୍ରଗାମୀ ହୋଇ ବାହାରକୁ ଯାଇ ପାରିବ ଓ ସେମାନଙ୍କ ଅଗ୍ରଗାମୀ ହୋଇ ଭିତରକୁ ଆସିପାରିବ, ପୁଣି, ଯେ ସେମାନଙ୍କର ପଥପ୍ରଦର୍ଶକ ହୋଇ ସେମାନଙ୍କୁ ବାହାରକୁ ନେଇ ପାରିବ ଓ ଭିତରକୁ ଆଣି ପାରିବ; ତାହା କଲେ ସଦାପ୍ରଭୁଙ୍କର ମଣ୍ଡଳୀ ପାଳକବିହୀନ ମେଷପଲ ତୁଲ୍ୟ ହେବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଯେ ସେମାନଙ୍କ ଅଗ୍ରଗାମୀ ହୋଇ ବାହାରକୁ ଯାଇ ପାରିବ ଓ ସେମାନଙ୍କ ଅଗ୍ରଗାମୀ ହୋଇ ଭିତରକୁ ଆସି ପାରିବ, ପୁଣି, ଯେ ସେମାନଙ୍କର ପଥ ପ୍ରଦର୍ଶକ ହୋଇ ସେମାନଙ୍କୁ ବାହାରକୁ ନେଇ ପାରିବ ଓ ଭିତରକୁ ଆଣି ପାରିବ; ତାହା କଲେ ସଦାପ୍ରଭୁଙ୍କର ମଣ୍ଡଳୀ ପାଳକବିହୀନ ମେଷପଲ ତୁଲ୍ୟ ହେବ ନାହିଁ।”